Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍‍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନ୍‍ର ବାସମତ୍‍ ନାମ୍ନୀ କନ୍ୟାକୁ ବିବାହ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଅନନ୍ତର ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନର ବାସମତ୍ ନାମ୍ନୀ କନ୍ୟାକୁ ବିବାହ କଲେ।

Gade chapit la Kopi

ଓଡିଆ ବାଇବେଲ

34 ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍‍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନର ବାସମତ୍‍ ନାମ୍ନୀ କନ୍ୟାକୁ ବିବାହ କଲେ।

Gade chapit la Kopi

ପବିତ୍ର ବାଇବଲ

34 ଏହା ପରେ ଏଷୌ ଗ୍ଭଳିଶ୍ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନର ବାସମତ୍ ନାମ୍ନୀ କନ୍ୟାକୁ ବିବାହ କଲେ।

Gade chapit la Kopi




ଆଦି ପୁସ୍ତକ 26:34
11 Referans Kwoze  

ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍‍, ହିତ୍ତୀୟ ଏଲୋନ୍‍ର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍‍ର ପୌତ୍ରୀ ଅହଲୀବାମାକୁ,


କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ।


ରୁୟେଲର ପୁତ୍ର ନହତ୍‍ ଓ ସେରହ ଓ ଶମ୍ମ ଓ ମିସା, ଏମାନେ ଏଷୌର ଭାର୍ଯ୍ୟା ବାସମତ୍‍ର ସନ୍ତାନ।


ଆଉ ଅହଲୀବାମା, ଯିୟୂଶ୍‍, ଯାଲମ୍‍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ।


ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍‍ର ଭଗିନୀ ମହଲତ୍‍ ନାମ୍ନୀ କନ୍ୟାକୁ ବିବାହ କଲା।


ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋʼ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ;


କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏହି ବିଷୟରେ ସାବଧାନ ହୁଅ।


କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ।


ଏଥିଉତ୍ତାରେ ରିବିକା ଇସ୍‌ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍‍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ?”


ଏହା ଦେଖି ଏଷୌ ଆପଣା ପିତା ଇସ୍‌ହାକଙ୍କର କିଣାନ ଦେଶୀୟ କନ୍ୟାମାନଙ୍କ ପ୍ରତି ଅସନ୍ତୋଷ ଥିବାର ଜାଣି


ଏଥିରେ ଦାଉଦ ହିତ୍ତୀୟ ଅହୀମେଲକ୍‍କୁ ଓ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟକୁ ଉତ୍ତର ଦେଇ କହିଲେ, “ମୋʼ ସଙ୍ଗରେ ଛାଉଣିକୁ ଶାଉଲଙ୍କ ନିକଟକୁ କିଏ ଯିବ?” ତହିଁରେ ଅବୀଶୟ କହିଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”


Swiv nou:

Piblisite


Piblisite