ଆଦି ପୁସ୍ତକ 26:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ଵାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ। Gade chapit laଓଡିଆ ବାଇବେଲ4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହି ସବୁ ଦେଶ ଦେବା ଓ ତୁମ୍ଭର ବଂଶ ଦ୍ୱାରା ପୃଥିବୀସ୍ଥ ଯାବତୀୟ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ। Gade chapit laପବିତ୍ର ବାଇବଲ4 ଆମ୍ଭେ ଆକାଶର ତାରାଗଣ ପରି ତୁମ୍ଭର ବଂଶ ବୃଦ୍ଧି କରି ସେମାନଙ୍କୁ ଏହିସବୁ ଦେଶ ଦେବା ଓ ତୁମ୍ଭ ବଂଶଦ୍ୱାରା, ପୃଥିବୀସ୍ଥ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ। Gade chapit la |
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।