Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବେ।

Gade chapit la Kopi

ଓଡିଆ ବାଇବେଲ

10 ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବେ।”

Gade chapit la Kopi

ପବିତ୍ର ବାଇବଲ

10 ଏହା ପରେ ତୁମ୍ଭେ ତୁମ୍ଭ ପିତାଙ୍କ ନିକଟକୁ ଖାଦ୍ୟ ନେଇ ଯିବ। ଏବଂ ସେ ମରିବା ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ ଦେବେ।”

Gade chapit la Kopi




ଆଦି ପୁସ୍ତକ 27:10
3 Referans Kwoze  

ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପାʼନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି।


ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ।


ପୁଣି, ଏହି ପ୍ରାର୍ଥନା କଲା, “ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋʼ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋʼ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର।


Swiv nou:

Piblisite


Piblisite