Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଣୁ ଯେବେ ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।

Gade chapit la Kopi

ଓଡିଆ ବାଇବେଲ

12 ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।”

Gade chapit la Kopi

ପବିତ୍ର ବାଇବଲ

12 ଯଦି ମୋର ପିତା ମୋତେ ସ୍ପର୍ଶ କରନ୍ତି। ସେ ଜାଣି ପାରିବେ ଯେ ମୁଁ ଏଷୌ ନୁହେଁ। ତା'ପରେ ସେ ମୋତେ ଆଶୀର୍ବାଦ କରିବା ପରିବର୍ତ୍ତେ ଅଭିଶାପ ଦେବେ। କାରଣ ମୁଁ ତାଙ୍କୁ ପ୍ରବଞ୍ଚନା କରିବାକୁ ଚେଷ୍ଟା କରୁଛି।”

Gade chapit la Kopi




ଆଦି ପୁସ୍ତକ 27:12
11 Referans Kwoze  

“ଯେକେହି ଅନ୍ଧକୁ ବାଟରୁ ବୁଲାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।


ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ।


ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ୱାରା, ପ୍ରତାରକ ତୁଲ୍ୟ, ଅଥବା ସତ୍ୟବାଦୀ,


ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”


ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର।


ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇ ଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋʼ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି?”


ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁ ମନୁଷ୍ୟ ଓ ତମ୍ବୁବାସୀ ହେଲା।


“ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଅଭିଶପ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଅଭିଶପ୍ତ ହେଉ।


ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”


ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରିଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି?”


Swiv nou:

Piblisite


Piblisite