ଆଦି ପୁସ୍ତକ 27:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମାତ୍ର ତାହାର ମାତା କହିଲା, “ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋʼ କଥା ମାନ ଓ ଯାଇ ଛେଳିଛୁଆ ଆଣ।” Gade chapit laପବିତ୍ର ବାଇବଲ (Re-edited) - (BSI)13 ମାତ୍ର ତାହାର ମାତା କହିଲା, ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋʼ କଥା ମାନ ଓ ଯାଇ ଛେଳିଛୁଆ ଆଣ। Gade chapit laଓଡିଆ ବାଇବେଲ13 ମାତ୍ର ତାହାର ମାତା କହିଲା, “ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋ’ କଥା ମାନ ଓ ଯାଇ ଛେଳିଛୁଆ ଆଣ।” Gade chapit laପବିତ୍ର ବାଇବଲ13 ତେଣୁ ରିବିକା ତାଙ୍କୁ କହିଲେ, “ଯଦି କିଛି ସମସ୍ୟା ଆସେ ତେବେ ମୁଁ ସହିନେବି। ମୁଁ ଯାହା କହୁଛି ତୁମ୍ଭେ ସେହିପରି କର। ଯାଅ ମୋ’ ପାଇଁ ଛେଳି ଧରି ଆସ।” Gade chapit la |