Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା।

Gade chapit la Kopi

ଓଡିଆ ବାଇବେଲ

15 ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା।

Gade chapit la Kopi

ପବିତ୍ର ବାଇବଲ

15 ରିବିକା ତାଙ୍କର ବଡ଼ପୁଅର ପୋଷାକ, ଯାହା ଘରେ ତାଙ୍କ ନିକଟରେ ଥିଲା, ନେଇ ଆଣି ତା'ର ସାନ ପୁଅ ଯାକୁବକୁ ସେହି ବସ୍ତ୍ର ପିନ୍ଧାଇ ଦେଲେ।

Gade chapit la Kopi




ଆଦି ପୁସ୍ତକ 27:15
5 Referans Kwoze  

ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍‌ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି;


“ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି;


କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,


ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା।


ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା।


Swiv nou:

Piblisite


Piblisite