Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, ପିତଃ; ସେ ଉତ୍ତର କଲେ, ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ?

Gade chapit la Kopi

ଓଡିଆ ବାଇବେଲ

18 ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ ?”

Gade chapit la Kopi

ପବିତ୍ର ବାଇବଲ

18 ଯାକୁବ ତାଙ୍କର ପିତାଙ୍କ ନିକଟକୁ ଯାଇ କହିଲେ, “ପିତା”। ତାଙ୍କର ପିତା କହିଲେ, “ହଁ ପୁତ୍ର, ତୁମ୍ଭେ କିଏ?”

Gade chapit la Kopi




ଆଦି ପୁସ୍ତକ 27:18
5 Referans Kwoze  

ଆଉ ସେହି ରନ୍ଧା ସୁସ୍ୱାଦୁ ଖାଦ୍ୟ ଓ ରୁଟି ଯାକୁବର ହସ୍ତରେ ଦେଲା।


ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି, ଏବେ ନିବେଦନ କରୁଅଛି, ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”


ତହିଁରେ ତାହାର ପିତା ଇସ୍‌ହାକ କହିଲେ, “ତୁମ୍ଭେ କିଏ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।”


ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି;” ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”


ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’ ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;


Swiv nou:

Piblisite


Piblisite