Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହୁଁ ଯାକୁବ ଆପଣା ପିତା ଇସ୍‌ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହୁଁ ଯାକୁବ ଆପଣା ପିତା ଇସ୍‍ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, ଏହି ସ୍ଵର ଯାକୁବର ସ୍ଵର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।

Gade chapit la Kopi

ଓଡିଆ ବାଇବେଲ

22 ତହୁଁ ଯାକୁବ ଆପଣା ପିତା ଇସ୍‍ହାକଙ୍କ ନିକଟକୁ ଯା’ନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।”

Gade chapit la Kopi

ପବିତ୍ର ବାଇବଲ

22 ତେଣୁ ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲେ। ଇ‌ସ୍‌ହାକ ସ୍ପର୍ଶ କରି କହିଲେ, “ତୁମ୍ଭର ସ୍ୱର ଯାକୁବର ସ୍ୱର ପରି କିନ୍ତୁ ତୁମ୍ଭର ହାତ ଲୋମଶ ଠିକ୍ ଏଷୌର ହାତ ପରି।”

Gade chapit la Kopi




ଆଦି ପୁସ୍ତକ 27:22
4 Referans Kwoze  

ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।”


ଇସ୍‌ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।”


ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।


ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?”


Swiv nou:

Piblisite


Piblisite