ଆଦି ପୁସ୍ତକ 27:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ। Gade chapit laଓଡିଆ ବାଇବେଲ23 ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ। Gade chapit laପବିତ୍ର ବାଇବଲ23 ଇସ୍ହାକ ତାଙ୍କୁ ଚିହ୍ନି ପାରିଲେ ନାହିଁ, କାରଣ ତା'ର ହାତଗୁଡ଼ିକ ଏଷୌର ଲୋମଶ ହାତ ପରି। ତେଣୁ ସେ ତାଙ୍କୁ ଆଶୀର୍ବାଦ କଲେ। Gade chapit la |