ଆଦି ପୁସ୍ତକ 27:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷୌ?” ସେ କହିଲା, “ହଁ, ମୁଁ ସେହି।” Gade chapit laପବିତ୍ର ବାଇବଲ (Re-edited) - (BSI)24 ଅନନ୍ତର ସେ କହିଲେ, ତୁମ୍ଭେ କି ନିତା; ମୋହର ପୁତ୍ର ଏଷୌ? ସେ କହିଲା, ହଁ, ମୁଁ ସେହି। Gade chapit laଓଡିଆ ବାଇବେଲ24 ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷୌ ?” ସେ କହିଲା, “ହଁ, ମୁଁ ସେହି।” Gade chapit laପବିତ୍ର ବାଇବଲ24 ଇସ୍ହାକ କହିଲେ, “ତୁମ୍ଭେ କ’ଣ ମୋର ପୁତ୍ର ଏଷୌ?” ଯାକୁବ ଉତ୍ତର ଦେଲେ, “ହଁ ମୁଁ ଏଷୌ।” Gade chapit la |