Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିଉତ୍ତାରେ ତାହାର ପିତା ଇସ୍‌ହାକ କହିଲେ, “ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ବନ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଅନନ୍ତର ତାହାର ପିତା ଇସ୍‍ହାକ କହିଲେ, ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ଵନ କର।

Gade chapit la Kopi

ଓଡିଆ ବାଇବେଲ

26 ଏଥିଉତ୍ତାରେ ତାହାର ପିତା ଇସ୍‍ହାକ କହିଲେ, “ପୁତ୍ର, ଏବେ ମୋ’ ନିକଟକୁ ଆସି ମୋତେ ଚୁମ୍ବନ କର।”

Gade chapit la Kopi

ପବିତ୍ର ବାଇବଲ

26 ଏହା ପରେ ଇ‌ସ୍‌ହାକ ତାଙ୍କୁ କହିଲେ, “ମୋର ପୁତ୍ର ମୋ’ ପାଖକୁ ଆସ ମୋତେ ଚୁମ୍ବନ ଦିଅ।”

Gade chapit la Kopi




ଆଦି ପୁସ୍ତକ 27:26
6 Referans Kwoze  

ସେତେବେଳେ ଇସ୍‌ହାକ କହିଲେ, “ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବି।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍‌ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।


ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍‌ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି;


ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।


ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମଙ୍କୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମଙ୍କୁ ଚୁମ୍ବନ କଲେ।


ତୁମ୍ଭେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କର; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।


ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ବନ କଲା।


Swiv nou:

Piblisite


Piblisite