Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍‌ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେତେବେଳେ ସେ ନିକଟକୁ ଯାଇ ଚୁମ୍ଵନ କରନ୍ତେ, ଇସ୍‍ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି;

Gade chapit la Kopi

ଓଡିଆ ବାଇବେଲ

27 ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍‍ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋ’ ପୁତ୍ରର ସୁଗନ୍ଧି;

Gade chapit la Kopi

ପବିତ୍ର ବାଇବଲ

27 ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲେ ଓ ତାଙ୍କୁ ଚୁମ୍ବନ ଦେଲେ। ଇ‌ସ୍‌ହାକ ତାଙ୍କର ଗନ୍ଧ ବାରି ପାରିଲେ। ତାହା ଏଷୌର ପୋଷାକର ଗନ୍ଧ ଥିଲା। ଏବଂ ଇ‌ସ୍‌ହାକ ତାଙ୍କୁ ଆଶୀର୍ବାଦ ଦେଇ କହିଲେ, “ସଦାପ୍ରଭୁଙ୍କର ଆଶୀର୍ବାଦପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋ’ ପୁତ୍ରର ସୁଗନ୍ଧି।

Gade chapit la Kopi




ଆଦି ପୁସ୍ତକ 27:27
14 Referans Kwoze  

କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ବାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶସ୍ୟ ଉତ୍ପନ୍ନ କରେ, ତାହା ଈଶ୍ବରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।


ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ;


ଏଥିଉତ୍ତାରେ ଇସ୍‌ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।


ବିଶ୍ୱାସ ଦ୍ୱାରା ଇସ୍‌ହାକ ଭବିଷ୍ୟତ ବିଷୟରେ ମଧ୍ୟ ଯାକୁବ ଓ ଏଷୌଙ୍କୁ ଆଶୀର୍ବାଦ କଲେ।


ଡିମ୍ବିରିବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।


ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା।


ଏଥିଉତ୍ତାରେ ତାହାର ପିତା ଇସ୍‌ହାକ କହିଲେ, “ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ବନ କର।”


ସେହି ସମୟରେ ଇସ୍ରାଏଲ ବୃଦ୍ଧାବସ୍ଥା ହେତୁ କ୍ଷୀଣଦୃଷ୍ଟି ହେବାରୁ ସ୍ପଷ୍ଟରୂପେ ଦେଖି ପାରିଲେ ନାହିଁ। ଏଣୁ ଯୋଷେଫ ତାଙ୍କ କତିକି ସେମାନଙ୍କୁ ଆଣି ଦିଅନ୍ତେ, ସେ ସେମାନଙ୍କୁ ଚୁମ୍ବନ ଓ ଆଲିଙ୍ଗନ କଲେ।


ଆଉ ସେ ଯୋଷେଫ ବିଷୟରେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ତାହାର ଦେଶ ଆଶୀର୍ବାଦ ପ୍ରାପ୍ତ ହେଉ; ଆକାଶର ଉତ୍ତମ ଦ୍ରବ୍ୟରେ, ଶିଶିରରେ ଓ ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରେ,


ତହୁଁ ତାହାର ପିତା ଇସ୍‌ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ।


ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,


Swiv nou:

Piblisite


Piblisite