Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ।

Gade chapit la Kopi

ଓଡିଆ ବାଇବେଲ

3 ଏବେ ବିନୟ କରୁଅଛି, “ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋ’ ନିମନ୍ତେ ମୃଗ ଆଣ।

Gade chapit la Kopi

ପବିତ୍ର ବାଇବଲ

3 ତେଣୁ ତୁମ୍ଭେ ତୁମ୍ଭର ଧନୁ ଏବଂ ଶର ନେଇ ଶିକାର କରିବାକୁ ଯାଅ। ମୋ’ ଖାଦ୍ୟ ପାଇଁ ଏକ ମୃଗ ଶିକାର କର।

Gade chapit la Kopi




ଆଦି ପୁସ୍ତକ 27:3
5 Referans Kwoze  

ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ।


ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍‍ ତୁଲ୍ୟ।”


ପୁଣି, ମୁଁ ଯେରୂପ ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋʼ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।”


ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ।


Swiv nou:

Piblisite


Piblisite