Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ତହିଁରେ ତାହାର ପିତା ଇସ୍‌ହାକ କହିଲେ, “ତୁମ୍ଭେ କିଏ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ତହିଁରେ ତାହାର ପିତା ଇସ୍‍ହାକ କହିଲେ, ତୁମ୍ଭେ କିଏ? ସେ କହିଲା, ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।

Gade chapit la Kopi

ଓଡିଆ ବାଇବେଲ

32 ତହିଁରେ ତାହାର ପିତା ଇସ୍‍ହାକ କହିଲେ, “ତୁମ୍ଭେ କିଏ ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।”

Gade chapit la Kopi

ପବିତ୍ର ବାଇବଲ

32 କିନ୍ତୁ ଇ‌ସ୍‌ହାକ ତାଙ୍କୁ କହିଲେ, “ତୁମ୍ଭେ କିଏ?” ସେ ଉତ୍ତର ଦେଲେ, “ମୁଁ ତୁମ୍ଭର ପ୍ରଥମ ପୁତ୍ର ଏଷୌ ଅଟେ।”

Gade chapit la Kopi




ଆଦି ପୁସ୍ତକ 27:32
3 Referans Kwoze  

ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ?”


ଯାକୁବ କହିଲା, “ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।


ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।


Swiv nou:

Piblisite


Piblisite