Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇ ଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋʼ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ତହିଁରେ ଏଷୌ କହିଲା, ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇଥର ମୋତେ ପ୍ରବଞ୍ଚନା କଲା, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ହିଁ ହରଣ କଲା। ସେ ପୁନର୍ବାର କହିଲା, ଆପଣ କି ମୋʼ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି?

Gade chapit la Kopi

ଓଡିଆ ବାଇବେଲ

36 ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ ? ଯେହେତୁ ସେ ଦୁଇଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋ’ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି ?”

Gade chapit la Kopi

ପବିତ୍ର ବାଇବଲ

36 ଏଷୌ କହିଲେ, “ତା'ର ନାମ ହେଲା ଯାକୁବ ତାହା କ’ଣ ଯଥାର୍ଥ ନୁହେଁ। ସେ ମୋତେ ଦୁଇଥର ପ୍ରବଞ୍ଚନା କଲା। ସେ ମୋର ଜ୍ୟେଷ୍ଠ ଅଧିକାର ଛଡ଼ାଇ ନେଲା। ଏବଂ ମୋର ଆଶୀର୍ବାଦ ନେଇଗଲା।” ଏହା ପରେ ଏଷୌ କହିଲେ, “ମୋ’ ପାଇଁ କିଛି ଆଶୀର୍ବାଦ ରଖିଛ କି?”

Gade chapit la Kopi




ଆଦି ପୁସ୍ତକ 27:36
4 Referans Kwoze  

ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍‌ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।


ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”


ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


Swiv nou:

Piblisite


Piblisite