Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ତହୁଁ ତାହାର ପିତା ଇସ୍‌ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ତହୁଁ ତାହାର ପିତା ଇସ୍‍ହାକ ଉତ୍ତର ଦେଇ କହିଲେ, ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ।

Gade chapit la Kopi

ଓଡିଆ ବାଇବେଲ

39 ତହୁଁ ତାହାର ପିତା ଇସ୍‍ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ।

Gade chapit la Kopi

ପବିତ୍ର ବାଇବଲ

39 ତା'ପରେ ଇ‌ସ୍‌ହାକ ତାଙ୍କୁ କହିଲେ, “ତୁମ୍ଭେ ବାହାରରେ ବର୍ଷାରେ ରହିବ ଯାହା ଭୂମି ଉତ୍ପାଦନ କରିବ ଛାଡ଼ି ଦେବ।

Gade chapit la Kopi




ଆଦି ପୁସ୍ତକ 27:39
8 Referans Kwoze  

ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;


ବିଶ୍ୱାସ ଦ୍ୱାରା ଇସ୍‌ହାକ ଭବିଷ୍ୟତ ବିଷୟରେ ମଧ୍ୟ ଯାକୁବ ଓ ଏଷୌଙ୍କୁ ଆଶୀର୍ବାଦ କଲେ।


ଆଉ ଆମ୍ଭେ ଇସ୍‌ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ।


ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।”


ଆଉ ସେ ଯୋଷେଫ ବିଷୟରେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ତାହାର ଦେଶ ଆଶୀର୍ବାଦ ପ୍ରାପ୍ତ ହେଉ; ଆକାଶର ଉତ୍ତମ ଦ୍ରବ୍ୟରେ, ଶିଶିରରେ ଓ ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରେ,


ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।


ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍‌ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି;


Swiv nou:

Piblisite


Piblisite