ଆଦି ପୁସ୍ତକ 27:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ମୁଁ ଯେରୂପ ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋʼ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି ମୁଁ ଯେରୂପ ଭଲ ପାଏ, ସେରୂପ ସୁସ୍ଵାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋʼ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ। Gade chapit laଓଡିଆ ବାଇବେଲ4 ପୁଣି, ମୁଁ ଯେଉଁପରି ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋ’ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।” Gade chapit laପବିତ୍ର ବାଇବଲ4 ମୁଁ ଯେଉଁ ପରି ଖାଦ୍ୟକୁ ଭଲ ପାଏ ସେହିପରି ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋ’ ପାଇଁ ଆଣ। ତହିଁରେ ମୋର ମୃତ୍ୟୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବି।” Gade chapit la |