Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ତୁମ୍ଭେ ଖଡ୍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ଡାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ତୁମ୍ଭେ ଖଡ଼୍‍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ତାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ।

Gade chapit la Kopi

ଓଡିଆ ବାଇବେଲ

40 ତୁମ୍ଭେ ଖଡ୍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ଡାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ।”

Gade chapit la Kopi

ପବିତ୍ର ବାଇବଲ

40 ତୁମ୍ଭେ ଖ‌‌‌‌ଡ଼୍‌‌‌‌ଗଜୀବି ଓ ଆପଣା ଭ୍ରାତାର ଦାସ ହେବ। କିନ୍ତୁ ତୁମ୍ଭେ ଯେତେବେଳେ ପ୍ରସ୍ତୁତ, ତୁମ୍ଭ କାନ୍ଧରୁ ଜୁଆଳି କାଢ଼ି ଦେବ, ତେବେ ତୁମ୍ଭେ ମୁକ୍ତି ପାଇବ।”

Gade chapit la Kopi




ଆଦି ପୁସ୍ତକ 27:40
17 Referans Kwoze  

ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”


ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍‍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।


ପୁଣି ସେ ଇଦୋମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀ-ଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।


ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚଧ୍ୱନି କର।”


ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।


କାରଣ ଇଦୋମୀୟ ଲୋକମାନେ ପୁନର୍ବାର ଯିହୁଦା ଦେଶକୁ ଆସି ପରାସ୍ତ କରି ଅନେକଙ୍କୁ ବନ୍ଦୀ କରି ନେଇ ଯାଇଥିଲେ।


ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”


ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।


ଏଥିଉତ୍ତାରେ ଦୂତମାନେ ଫେରିଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରି ଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”


“ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ୍ଗ ଦେବାକୁ ଆସିଅଛି।


ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”


ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।”


Swiv nou:

Piblisite


Piblisite