Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରିଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ଅନନ୍ତର ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରି ଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଏକଦିନରେ ତୁମ୍ଭ ଦୁଇଜଣଙ୍କୁ କାହିଁକି ହରାଇବି?

Gade chapit la Kopi

ଓଡିଆ ବାଇବେଲ

45 ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରି ଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି ?”

Gade chapit la Kopi

ପବିତ୍ର ବାଇବଲ

45 କିଛି ସମୟ ପରେ ତୁମ୍ଭ ଭାଇ ଭୁଲିଯିବ ତୁମ୍ଭେ ତା’ ପ୍ରତି କ’ଣ କରିଥିଲ। ତା'ପରେ ମୁଁ ଗ୍ଭକର ପଠାଇ ତୁମ୍ଭକୁ ନେଇ ଆସିବି। ମୁଁ ଏକାଦିନେ ଦୁଇ ଜଣକୁ ହରାଇବାକୁ ଗ୍ଭହୁଁ ନାହିଁ।”

Gade chapit la Kopi




ଆଦି ପୁସ୍ତକ 27:45
10 Referans Kwoze  

ବର୍ବରମାନେ ତାହାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ।


ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି?


ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।


ତହିଁରେ ଇସ୍‌ହାକ କହିଲେ, “ତୁମ୍ଭର ଭ୍ରାତା ଆସି ପ୍ରବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କରିଅଛି।”


ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।”


ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି, ଏବେ ନିବେଦନ କରୁଅଛି, ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”


Swiv nou:

Piblisite


Piblisite