Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 28:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ଉତ୍ତରି ରାତ୍ରି କ୍ଷେପଣ କଲା; ପୁଣି ସେ ସେହି ସ୍ଥାନର ଖଣ୍ତିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା।

Gade chapit la Kopi

ପବିତ୍ର ବାଇବଲ

11 ଯାକୁବ ଯାତ୍ରା କରିଥିବା ସମୟରେ ସୂର୍ଯ୍ୟାସ୍ତ ହେଲା। ତେଣୁ ଯାକୁବ ରାତ୍ରି ଯାପନ କରିବା ପାଇଁ ଏକ ସ୍ଥାନକୁ ଗଲେ। ଯାକୁବ ଏକ ପଥରଖଣ୍ଡ ପାଇଲେ, ସେହି ସ୍ଥାନରେ ପଥର ଉପରେ ମୁଣ୍ଡ ଦେଇ ସେ ଶୋଇ ପଡ଼ିଲେ।

Gade chapit la Kopi




ଆଦି ପୁସ୍ତକ 28:11
6 Referans Kwoze  

କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କର ସାନ୍ତ୍ୱନା ମଧ୍ୟ ପ୍ରଚୁର।


ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”


ଏଥିଉତ୍ତାରେ ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା।


ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର;” ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ।


ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ।


ପୁଣି, ସେହି ସ୍ଥାନର ନାମ ବେଥେଲ୍‍ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।


Swiv nou:

Piblisite


Piblisite