ଆଦି ପୁସ୍ତକ 28:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ଵର ଓ ଇସ୍ହାକର ପରମେଶ୍ଵର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା। Gade chapit laଓଡିଆ ବାଇବେଲ13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା। Gade chapit laପବିତ୍ର ବାଇବଲ13 ଯାକୁବ ଦେଖିଲେ ସଦାପ୍ରଭୁ ସେହି ଶିଡ଼ି ପାଖରେ ଛିଡ଼ା ହୋଇଛନ୍ତି। ସଦାପ୍ରଭୁ କହୁଥିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କର ପରମେଶ୍ୱର, ମଧ୍ୟ ଇସ୍ହାକର ପରମେଶ୍ୱର। ତୁମ୍ଭେ ଶୋଇଥିବା ଭୂମି ଆମ୍ଭେ ତୁମ୍ଭକୁ ଦେବା। ଆମ୍ଭେ ଏହି ଜମି ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ ଦେବା। Gade chapit la |
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ।