ଆଦି ପୁସ୍ତକ 28:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)15 ପୁଣି ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ଯାଏ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ। Gade chapit laଓଡିଆ ବାଇବେଲ15 ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।” Gade chapit laପବିତ୍ର ବାଇବଲ15 “ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ତୁମ୍ଭକୁ ସବୁଠାରେ ସୁରକ୍ଷା ଦେବା। ପୁଣି ଆମ୍ଭେ ତୁମ୍ଭକୁ ଏହି ଭୂମିକୁ ଫେରାଇ ଆଣିବୁ। ଆମ୍ଭର ପ୍ରତିଜ୍ଞା ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଛାଡ଼ୁ ନାହୁଁ।” Gade chapit la |