ଆଦି ପୁସ୍ତକ 28:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ ନିଦ୍ରା ଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)16 ଅନନ୍ତର ନିଦ୍ରାଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ। Gade chapit laଓଡିଆ ବାଇବେଲ16 ଏଥିଉତ୍ତାରେ ନିଦ୍ରାଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।” Gade chapit laପବିତ୍ର ବାଇବଲ16 ଏହା ପରେ ଯାକୁବ ନିଦ୍ରାରୁ ଉଠିଲେ, ଏବଂ କହିଲେ, “ମୁଁ ଜାଣେ ଯେ ସଦାପ୍ରଭୁ ଏହିଠାରେ ଅଛନ୍ତି। କିନ୍ତୁ ମୁଁ ସଦାପ୍ରଭୁ ଏଠାରେ ଥିଲେ ବୋଲି ଜାଣି ନ ଥିଲି।” Gade chapit la |