Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 28:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ ଯେବେ ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ଵର ହେବେ,

Gade chapit la Kopi

ଓଡିଆ ବାଇବେଲ

21 ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ,

Gade chapit la Kopi

ପବିତ୍ର ବାଇବଲ

21 ଯଦି ପରମେଶ୍ୱର ମୋତେ ନିରାପଦରେ ମୋ’ ଗୃହକୁ ଫେରାଇ ଆଣନ୍ତି। ତେବେ ସଦାପ୍ରଭୁ ମୋର ପରମେଶ୍ୱର ହେବେ।

Gade chapit la Kopi




ଆଦି ପୁସ୍ତକ 28:21
8 Referans Kwoze  

ତେବେ ମୁଁ ଅମ୍ମୋନ-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେକେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ୱାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି।”


ତୁମ୍ଭେ ଆଜି ସ୍ୱୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ।


ଏଉତ୍ତାରେ ଶାଉଲଙ୍କ ପୌତ୍ର ମଫୀବୋଶତ୍‍ ରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲା; ଆଉ ରାଜା ପ୍ରସ୍ଥାନ କରିବା ଦିନଠାରୁ କୁଶଳରେ ଗୃହକୁ ଆସିବା ଦିନ ପର୍ଯ୍ୟନ୍ତ ମଫୀବୋଶତ୍‍ ଆପଣା ପାଦ ପରିଷ୍କାର କରି ନ ଥିଲା, କି ଦାଢ଼ି କ୍ଷୌର ହୋଇ ନ ଥିଲା, କିଅବା ଆପଣା ବସ୍ତ୍ର ଧୌତ କରି ନ ଥିଲା।


କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ କରି କହିଅଛି, ‘ଯଦି ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’”


ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।


ଏଥିରେ ନାମାନ୍‍ କହିଲା, “ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ।


ତହୁଁ ମଫୀବୋଶତ୍‍ ରାଜାଙ୍କୁ କହିଲା, “ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ।”


ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, “ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର।” ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।


Swiv nou:

Piblisite


Piblisite