Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 28:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍‍ର ଭଗିନୀ ମହଲତ୍‍ ନାମ୍ନୀ କନ୍ୟାକୁ ବିବାହ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆପଣାର ଭାର୍ଯ୍ୟାଗଣ ଥିଲେହେଁ ଇଶ୍ମାଏଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାଏଲର ପୁତ୍ରୀ ନବାୟୋତର ଭଗିନୀ ମହଲତ୍ ନାମ୍ନୀ କନ୍ୟାକୁ ବିବାହ କଲା।

Gade chapit la Kopi

ଓଡିଆ ବାଇବେଲ

9 ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍‍ର ଭଗିନୀ ମହଲତ୍‍ ନାମ୍ନୀ କନ୍ୟାକୁ ବିବାହ କଲା।

Gade chapit la Kopi

ପବିତ୍ର ବାଇବଲ

9 ଏଷୌର ଦୁଇଟି କିଣାନୀୟ ସ୍ତ୍ରୀ ଥିଲେ। କିନ୍ତୁ ଏହା ପରେ ସେ ଇଶ୍ମାଏଲକୁ ଗଲେ ଓ ଆଉ ଏକ ସ୍ତ୍ରୀକୁ ବିବାହ କଲେ ସେ ଇଶ୍ମାଏଲର କନ୍ୟା ମହଲ‌‌‌‌‌ତ୍‌‌‌‌‌କୁ ବିବାହ କଲେ। ଇଶ୍ମାଏଲ ଅବ୍ରହାମଙ୍କର ପୁତ୍ର। ମହଲତ୍ ନବାୟୋତର ଭଉଣୀ।

Gade chapit la Kopi




ଆଦି ପୁସ୍ତକ 28:9
6 Referans Kwoze  

ତଦ୍‍ଭିନ୍ନ ନବାୟୋତ୍‍ର ଭଗିନୀକୁ, ଅର୍ଥାତ୍‍, ଇଶ୍ମାୟେଲର କନ୍ୟା ବାସମତ୍‍କୁ ବିବାହ କଲା।


ପୁଣି, ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍‍ ଓ ରାଜା ଯାଲମ୍‍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ।


ରୁୟେଲର ପୁତ୍ର ନହତ୍‍ ଓ ସେରହ ଓ ଶମ୍ମ ଓ ମିସା, ଏମାନେ ଏଷୌର ଭାର୍ଯ୍ୟା ବାସମତ୍‍ର ସନ୍ତାନ।


ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍‍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନ୍‍ର ବାସମତ୍‍ ନାମ୍ନୀ କନ୍ୟାକୁ ବିବାହ କଲେ।


ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍‍, ହିତ୍ତୀୟ ଏଲୋନ୍‍ର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍‍ର ପୌତ୍ରୀ ଅହଲୀବାମାକୁ,


Swiv nou:

Piblisite


Piblisite