Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 29:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେତେବେଳେ ଯାକୁବ ଆପଣା ମାତୁଳ ଲାବନର କନ୍ୟା ରାହେଲକୁ ଓ ମାତୁଳର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାତୁଳ ଲାବନର ପଲକୁ ଜଳ ପାନ କରାଇଲା।

Gade chapit la Kopi

ଓଡିଆ ବାଇବେଲ

10 ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।

Gade chapit la Kopi

ପବିତ୍ର ବାଇବଲ

10 ରାହେଲ ଥିଲେ ଲାବନର ଝିଅ। ଲାବନ ଥିଲେ ଯାକୁବର ମା’ ରିବିକାର ଭାଇ। ଯାକୁବ ଯେତେବେଳେ ମାତୁଳ ଲାବନର କନ୍ୟା ମେଷ ସହିତ ରାହେଲକୁ ଦେଖିଲେ, ସେ ଯାଇ ପଥର ଘୁଞ୍ଚାଇଲେ ଓ ତାଙ୍କର ମେଷମାନେ ଜଳପାନ କଲେ।

Gade chapit la Kopi




ଆଦି ପୁସ୍ତକ 29:10
4 Referans Kwoze  

ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳ ପାନ କରାଇଲେ।


ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।


ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।


ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳ ପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।


Swiv nou:

Piblisite


Piblisite