Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 29:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ଆପେ ଯେ ତାହାର ପିତାର କୁଟୁମ୍ଵ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା।

Gade chapit la Kopi

ପବିତ୍ର ବାଇବଲ

12 ଯାକୁବ ରାହେଲକୁ କହିଲେ ଯେ, ସେ ହେଉଛନ୍ତି ରିବିକାର ପୁତ୍ର। ତେଣୁ ରାହେଲ ଘରକୁ ଦୌଡ଼ିଯାଇ ତାଙ୍କ ପିତାଙ୍କୁ କହିଲେ।

Gade chapit la Kopi




ଆଦି ପୁସ୍ତକ 29:12
4 Referans Kwoze  

ଆଉ ସେହି କନ୍ୟା ଦୌଡ଼ିଯାଇ ଆପଣା ମାତାର ଗୃହସ୍ଥିତ ଲୋକମାନଙ୍କୁ ଏହି କଥା ଜଣାଇଲା।


ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।


ଏଥିଉତ୍ତାରେ ଇସ୍‌ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍‍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍‍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା।


Swiv nou:

Piblisite


Piblisite