Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 29:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତା’ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ଯେତେବେଳେ ସବୁ ମେଷପଲ ସେହି କୂପ ନିକଟରେ ଉପସ୍ଥିତ ହୁଅନ୍ତି ସେତେବେଳେ ମେଷପାଳକମାନେ ଏହି ଶୀଳାକୁ କୂପର ସମ୍ମୁଖରୁ କାଢ଼ିଦିଅନ୍ତି। ମେଷମାନେ ପାଣି ପିଇ ସାରିବା ପରେ ସେମାନେ କୂପର ମୁହଁକୁ ପଥର ସହିତ ଆଚ୍ଛାଦନ କରନ୍ତି।

Gade chapit la Kopi




ଆଦି ପୁସ୍ତକ 29:3
6 Referans Kwoze  

ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ।


ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।”


ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳ ପାନ କରାଇଲେ।


ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ।


ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।


ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”


Swiv nou:

Piblisite


Piblisite