Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 29:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯାକୁବ ସେମାନଙ୍କୁ ପଚାରିଲା, ହେ ଭାଇମାନେ, ତୁମ୍ଭେମାନେ କେଉଁ ଠାବର ଲୋକ? ସେମାନେ କହିଲେ, ଆମ୍ଭେମାନେ ହାରଣ ନଗରର ଲୋକ।

Gade chapit la Kopi

ଓଡିଆ ବାଇବେଲ

4 ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।”

Gade chapit la Kopi

ପବିତ୍ର ବାଇବଲ

4 ଯାକୁବ ସେଠାରେ ସେହି ମେଷପାଳକମାନକୁ କହିଲେ, “ହେ ଭାଇମାନେ ତୁମ୍ଭର ଘର କେଉଁଠି?” ସେମାନେ ଉତ୍ତର ଦେଇ କହିଲେ, “ଆମ୍ଭ ଘର ହାରଣରେ।”

Gade chapit la Kopi




ଆଦି ପୁସ୍ତକ 29:4
7 Referans Kwoze  

ଏଥିଉତ୍ତାରେ ଯାକୁବ ବେର୍‍ଶେବାରୁ ବାହାରି ହାରଣ ଆଡ଼କୁ ଯାତ୍ରା କଲା।


ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ।


ସେଥିରେ କଲଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି, ତାହାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ ସେଠାରୁ, ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି, ଏହି ଦେଶକୁ ଈଶ୍ବର ତାହାଙ୍କୁ ନେଇ ଆସିଲେ,


ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ। ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣ ନଗରରେ ବାସ କରିବା ପୂର୍ବେ ଯେତେବେଳେ ସେ ମେସୋପଟାମିଆ ଦେଶରେ ଥିଲେ, ସେତେବେଳେ ଗୌରବମୟ ଈଶ୍ବର ତାହାଙ୍କୁ ଦର୍ଶନ ଦେଇ କହିଲେ,


ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍‍ ଦେଶର ନାହୋର ନଗରକୁ ଯାତ୍ରା କଲା।


ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।


ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।


Swiv nou:

Piblisite


Piblisite