Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 29:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ସେମାନେ କହିଲେ, ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।

Gade chapit la Kopi

ଓଡିଆ ବାଇବେଲ

8 ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ମେଷପାଳକ କହିଲେ, “ଯେପର୍ଯ୍ୟନ୍ତ ସମସ୍ତ ମେଷ ଏକତ୍ର ନ ହୋଇଛନ୍ତି ସେ ପର୍ଯ୍ୟନ୍ତ ଆମ୍ଭେ ଏହା କରି ପାରିବୁ ନାହିଁ। ସମସ୍ତ ଏକତ୍ର ହେବାପରେ ଆମ୍ଭେ କୂପ ସମ୍ମୁଖରୁ ପଥର କାଢ଼ିବୁ ଏବଂ ସମସ୍ତ ମେଷମାନେ ପାଣି ପିଇ ପାରିବେ।”

Gade chapit la Kopi




ଆଦି ପୁସ୍ତକ 29:8
8 Referans Kwoze  

ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,


ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା।


ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି, ତାଙ୍କ ସଙ୍ଗେ ଭୋଜନକାରୀ ମିସରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସରୀୟମାନଙ୍କର ଘୃଣିତ କର୍ମ।


“ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ।


ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।


ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”


ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।


ସେମାନେ ନଗରକୁ ଯିବା ଉଠାଣି ପଥରେ ଗଲା ବେଳେ ଜଳ କାଢ଼ିବା ପାଇଁ ବାହାରକୁ ଯିବା କେତେକ ଯୁବତୀଙ୍କି ଦେଖି ପଚାରିଲେ, “ଏଠାରେ ଦର୍ଶକ ଅଛନ୍ତି କି?”


Swiv nou:

Piblisite


Piblisite