Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପରମେଶ୍ୱର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେ କହିଲେ, ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?

Gade chapit la Kopi

ଓଡିଆ ବାଇବେଲ

11 ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”

Gade chapit la Kopi

ପବିତ୍ର ବାଇବଲ

11 ସଦାପ୍ରଭୁ ପରମେଶ୍ୱର ଆଦମକୁ କହିଲେ, “ତୁମ୍ଭକୁ କିଏ କହିଲା ଯେ, ତୁମ୍ଭେ ଉଲଗ୍ନ? ତୁମ୍ଭେ କ’ଣ ଉଦ୍ୟାନର ସେହି ବୃକ୍ଷର ଫଳ ଖାଇଲ, ଯାହା ଖାଇବା ପାଇଁ ମୁଁ ମନା କରିଥିଲି?”

Gade chapit la Kopi




ଆଦି ପୁସ୍ତକ 3:11
5 Referans Kwoze  

କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।


ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।


ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।”


ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”


ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”


Swiv nou:

Piblisite


Piblisite