ଆଦି ପୁସ୍ତକ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ। Gade chapit laଓଡିଆ ବାଇବେଲ18 ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ। Gade chapit laପବିତ୍ର ବାଇବଲ18 ଭୂମିରେ କଣ୍ଟା ବୁଦା ଜନ୍ମିବ। ତୁମ୍ଭେ କ୍ଷେତ୍ରର ଉତ୍ପାଦନ ଭୋଜନ କରିବ। Gade chapit la |
ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ି ଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।