ଆଦି ପୁସ୍ତକ 3:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।” Gade chapit laପବିତ୍ର ବାଇବଲ (Re-edited) - (BSI)19 ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ। Gade chapit laଓଡିଆ ବାଇବେଲ19 ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।” Gade chapit laପବିତ୍ର ବାଇବଲ19 ତୁମ୍ଭେ ମରିବା ପର୍ଯ୍ୟନ୍ତ ମୂଖର ଝାଳରେ ଆହାର କରିବ, ତୁମ୍ଭେ ଖାଦ୍ୟ ପାଇବା ପାଇଁ କଠିନ ପରିଶ୍ରମ କରିବ। ତୁମ୍ଭେ ଧୂଳିରୁ ନିଆଯାଇଛ, ଏଣୁ ଧୂଳିକୁ ଫେରିଯିବ।” Gade chapit la |