Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ନାରୀ ସର୍ପକୁ କହିଲେ, ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;

Gade chapit la Kopi

ଓଡିଆ ବାଇବେଲ

2 ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;

Gade chapit la Kopi

ପବିତ୍ର ବାଇବଲ

2 ସ୍ତ୍ରୀଲୋକଟି କହିଲା, “ଆମ୍ଭେ ବୃକ୍ଷଗୁଡ଼ିକର ଫଳ ଖାଇ ପାରିବୁ।

Gade chapit la Kopi




ଆଦି ପୁସ୍ତକ 3:2
4 Referans Kwoze  

ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;


ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରିପାର,


ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”


କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ‘ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।’”


Swiv nou:

Piblisite


Piblisite