Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 3:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରିଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏଥିପାଇଁ ସଦାପ୍ରଭୁ ପରମେଶ୍ଵର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରିଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

23 ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରି ଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

23 ତେଣୁ ସଦାପ୍ରଭୁ ପରମେଶ୍ୱର, ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରିଦେଲେ ଓ ସେ ଯେଉଁ ମୃତ୍ତିକାରୁ ସୃଷ୍ଟି ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ନିଯୁକ୍ତ କଲେ।

Gade chapit la Kopi




ଆଦି ପୁସ୍ତକ 3:23
10 Referans Kwoze  

ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।


ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”


ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”


ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି।


ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।


ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।


ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି, ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,”


ଏହିରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବ ଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।


ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।


ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।


Swiv nou:

Piblisite


Piblisite