ଆଦି ପୁସ୍ତକ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ; Gade chapit laପବିତ୍ର ବାଇବଲ (Re-edited) - (BSI)4 ସର୍ପ ନାରୀଙ୍କି କହିଲା, ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ; Gade chapit laଓଡିଆ ବାଇବେଲ4 ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ; Gade chapit laପବିତ୍ର ବାଇବଲ4 କିନ୍ତୁ ସର୍ପ ସ୍ତ୍ରୀଲୋକଟିକୁ କହିଲା, “ତୁମ୍ଭେ ମରିବ ନାହିଁ। Gade chapit la |
ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”