Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 30:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ!” ଏଥିପାଇଁ ତାହାର ନାମ ଗାଦ୍‍ (ସୌଭାଗ୍ୟ) ରଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ଲେୟା କହିଲା, କି ଐଶ୍ଚର୍ଯ୍ୟ ! ଏଣୁକରି ତାହାର ନାମ ଗାଦ୍ (ଐଶ୍ଚର୍ଯ୍ୟ) ରଖିଲା।

Gade chapit la Kopi

ଓଡିଆ ବାଇବେଲ

11 ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ !” ଏଥିପାଇଁ ତାହାର ନାମ ଗାଦ୍‍ (ସୌଭାଗ୍ୟ) ରଖିଲା।

Gade chapit la Kopi

ପବିତ୍ର ବାଇବଲ

11 ଲେୟା କହିଲେ, “ମୁଁ ଭାଗ୍ୟବତୀ” ତେଣୁ ସେ ତା'ର ନାମ ଦେଲା ଗାଦ୍।

Gade chapit la Kopi




ଆଦି ପୁସ୍ତକ 30:11
8 Referans Kwoze  

ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।


ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟ ଦେବତା ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ,


ଗାଦ୍‍ର ପୁତ୍ର ସିଫୋନ୍‍, ହଗି, ଶୂନୀ, ଇଷବୋନ୍‍, ଏରି, ଅରୋଦି ଓ ଅରେଲୀ।


ଆଉ ଗାଦ୍‍ ଓ ଆଶେର ଲେୟାର ଦାସୀ ସିଳ୍ପାର ସନ୍ତାନ। ଯାକୁବଙ୍କର ଏହି ସମସ୍ତ ପୁତ୍ର ପଦ୍ଦନ୍‍ ଅରାମଠାରେ ଜନ୍ମିଥିଲେ।


ତହିଁରେ ଲେୟାର ଦାସୀ ସିଳ୍ପାଠାରୁ ଯାକୁବର ଗୋଟିଏ ପୁତ୍ର ଜାତ ହେଲା।


ଏଥିଉତ୍ତାରେ ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।


ଗାଦ୍‍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


Swiv nou:

Piblisite


Piblisite