Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 30:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ଵିତୀୟ ପୁତ୍ର ପ୍ରସବ କଲା।

Gade chapit la Kopi

ଓଡିଆ ବାଇବେଲ

12 ଏଥିଉତ୍ତାରେ ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।

Gade chapit la Kopi

ପବିତ୍ର ବାଇବଲ

12 ଲେୟାର ଦାସୀ ସିଳ୍ପା ଦ୍ୱିତୀୟ ପୁତ୍ର ଯାକୁବ ପାଇଁ ଜନ୍ମ କଲା।

Gade chapit la Kopi




ଆଦି ପୁସ୍ତକ 30:12
4 Referans Kwoze  

ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ!” ଏଥିପାଇଁ ତାହାର ନାମ ଗାଦ୍‍ (ସୌଭାଗ୍ୟ) ରଖିଲା।


ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।


ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


ଆଉ, ଦାନ୍‍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଆଶେର, ଏକ ଅଂଶ।


Swiv nou:

Piblisite


Piblisite