Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 30:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହିଁରେ ପରମେଶ୍ଵର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା।

Gade chapit la Kopi

ଓଡିଆ ବାଇବେଲ

17 ତହିଁରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା।

Gade chapit la Kopi

ପବିତ୍ର ବାଇବଲ

17 ଏହା ପରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣିଲେ ଏବଂ ସେ ବର୍ଭବତୀ ହେଲେ। ସେ ପଞ୍ଚମ ପୁତ୍ରକୁ ଜନ୍ମ ଦେଲେ।

Gade chapit la Kopi




ଆଦି ପୁସ୍ତକ 30:17
8 Referans Kwoze  

କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।


ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”


ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।


ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ।


ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।


ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋʼ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା।


ତେବେ ଲେୟା କହିଲା, “ମୁଁ ସ୍ୱାମୀକୁ ଆପଣା ଦାସୀ ଦେଇଥିଲି, ପରମେଶ୍ୱର ତାହାର ବେତନ ମୋତେ ଦେଇଅଛନ୍ତି,” ଏହେତୁ ସେ ତାହାର ନାମ ଇଷାଖର ରଖିଲା।


Swiv nou:

Piblisite


Piblisite