Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 30:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଅନନ୍ତର ପରମେଶ୍ଵର ରାହେଲକୁ ସ୍ମରଣ କଲେ ଓ ପରମେଶ୍ଵର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ।

Gade chapit la Kopi

ଓଡିଆ ବାଇବେଲ

22 ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ।

Gade chapit la Kopi

ପବିତ୍ର ବାଇବଲ

22 ଏହା ପରେ ପରମେଶ୍ୱର ରାହେଲର ପ୍ରାର୍ଥନା ଗ୍ରହଣ କଲେ, ପରମେଶ୍ୱର ରାହେଲକୁ ମାତୃତ୍ୱ ଦେଲେ।

Gade chapit la Kopi




ଆଦି ପୁସ୍ତକ 30:22
11 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।


ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;


ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”


ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।


କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମଙ୍କୁ ସ୍ମରଣ କଲେ।


ଇସ୍‌ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।


ଏଉତ୍ତାରେ ସେ ଏକ କନ୍ୟା ପ୍ରସବ କରନ୍ତେ, ତାହାର ନାମ ଦୀଣା ରଖିଲା।


ପୁଣି, ଯୋଷେଫ ଓ ବିନ୍ୟାମୀନ୍ ରାହେଲର ସନ୍ତାନ;


Swiv nou:

Piblisite


Piblisite