Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 30:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, ପରମେଶ୍ଵର ଏବେ ମୋହର ଅପମାନ ଦୂର କଲେ।

Gade chapit la Kopi

ଓଡିଆ ବାଇବେଲ

23 ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।”

Gade chapit la Kopi

ପବିତ୍ର ବାଇବଲ

23 ରାହେଲ ଗର୍ଭବତୀ ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ରାହେଲ କହିଲେ, “ପରମେଶ୍ୱର ମୋର ଲଜ୍ଜା ନେଇ ଯାଇଛନ୍ତି।

Gade chapit la Kopi




ଆଦି ପୁସ୍ତକ 30:23
7 Referans Kwoze  

ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି।


ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ।


ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।


ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।”


ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ।


ଆହୁରି ସେ ଆପଣା ପିତାକୁ କହିଲା, “ମୋʼ ପାଇଁ ଏହି କଥା କରାଯାଉ; ମୋତେ ଦୁଇ ମାସ ଛାଡ଼ିଦିଅ, ତହିଁରେ ମୁଁ ଆପଣା ସଖୀମାନଙ୍କ ସଙ୍ଗରେ ପର୍ବତମୟ ସ୍ଥାନକୁ ଯାଇ ଆପଣା କୁମାରୀତ୍ୱ ବିଷୟରେ ବିଳାପ କରିବି।”


Swiv nou:

Piblisite


Piblisite