Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 30:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ରାହେଲଠାରୁ ଯୋଷେଫ ଜନ୍ମ ହେଲା ଉତ୍ତାରେ ଯାକୁବ ଲାବନକୁ କହିଲା, “ମୋତେ ବିଦାୟ କର, ମୁଁ ସ୍ୱ ସ୍ଥାନକୁ ଓ ନିଜ ଦେଶକୁ ଯିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ ରାହେଲଠାରୁ ଯୋଷେଫ ଜନ୍ମ ହେଲା ଉତ୍ତାରେ ଯାକୁବ ଲାବନକୁ କହିଲା, ମୋତେ ବିଦାୟ କର, ମୁଁ ସ୍ଵସ୍ଥାନକୁ ଓ ନିଜ ଦେଶକୁ ଯିବି।

Gade chapit la Kopi

ଓଡିଆ ବାଇବେଲ

25 ଆଉ ରାହେଲଠାରୁ ଯୋଷେଫ ଜନ୍ମ ହେଲା ଉତ୍ତାରେ ଯାକୁବ ଲାବନକୁ କହିଲା, “ମୋତେ ବିଦାୟ କର, ମୁଁ ସ୍ୱସ୍ଥାନକୁ ଓ ନିଜ ଦେଶକୁ ଯିବି।

Gade chapit la Kopi

ପବିତ୍ର ବାଇବଲ

25 ରାହେଲ ଯୋଷେଫକୁ ଜନ୍ମ ଦେବା ପରେ, ଯାକୁବ ଲାବନକୁ କହିଲେ, “ଏବେ ମୋତେ ମୋର ନିଜ ଦେଶକୁ ଯିବାକୁ ଦିଅ।

Gade chapit la Kopi




ଆଦି ପୁସ୍ତକ 30:25
13 Referans Kwoze  

ତହିଁରେ ସେ ଓ ତାହାର ସଙ୍ଗୀଗଣ ଭୋଜନପାନ କରି ସେହିଠାରେ ରାତ୍ରି କ୍ଷେପଣ କଲେ; ଏଥିଉତ୍ତାରେ ସେମାନେ ପ୍ରଭାତରେ ଉଠନ୍ତେ, ସେହି ଦାସ କହିଲା, “ମୋʼ ପ୍ରଭୁଙ୍କ ନିକଟକୁ ଯିବାକୁ ମୋତେ ବିଦାୟ କର।”


ମାତ୍ର ସେ ସେମାନଙ୍କୁ କହିଲା, “ମୋତେ ବିଳମ୍ବ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରା ସଫଳ କଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର।”


ଏଥିଉତ୍ତାରେ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲା; ଏହିରୂପେ ଲାବନ ସ୍ୱ ସ୍ଥାନକୁ ଫେରିଗଲା।


ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବେଥେଲ୍‍ର ପରମେଶ୍ୱର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରିଯାଅ!’”


ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”


ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।


ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।


ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱ ସ୍ଥାନକୁ ଫେରିଗଲେ।


ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍‌ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;


Swiv nou:

Piblisite


Piblisite