Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 30:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିଉତ୍ତାରେ ରାହେଲର ଦାସୀ ବିଲ୍‌ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅନନ୍ତର ରାହେଲର ଦାସୀ ବିଲ୍ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ଵିତୀୟ ପୁତ୍ର ପ୍ରସବ କଲା।

Gade chapit la Kopi

ଓଡିଆ ବାଇବେଲ

7 ଏଥିଉତ୍ତାରେ ରାହେଲର ଦାସୀ ବିଲ୍‌ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।

Gade chapit la Kopi

ପବିତ୍ର ବାଇବଲ

7 ରାହେଲର ଦାସୀ ବିଲହା ଆଉଥରେ ଗର୍ଭବତୀ ହେଲା ଏବଂ ସେ ଯାକୁବଙ୍କ ପାଇଁ ଦ୍ୱିତୀୟ ପୁତ୍ର ଜନ୍ମ କଲା।

Gade chapit la Kopi




ଆଦି ପୁସ୍ତକ 30:7
6 Referans Kwoze  

ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।


ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।


ଲାବନ ଆପଣା କନ୍ୟା ରାହେଲକୁ ବିଲ୍‌ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।


ନପ୍ତାଲିର ପୁତ୍ର ଯହସୀୟେଲ, ଗୂନି, ଯେତ୍ସର ଓ ଶିଲ୍ଲେମ।


ନପ୍ତାଲି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;


ପୁଣି, ଆଶେରର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ନପ୍ତାଲି, ଏକ ଅଂଶ


Swiv nou:

Piblisite


Piblisite