Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 31:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପୁଣି, “ଯାକୁବ ଆମ୍ଭମାନଙ୍କ ପିତାଙ୍କର ସର୍ବସ୍ୱ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାଙ୍କର ଧନରୁ ତାହାର ଏହି ସମସ୍ତ ଐଶ୍ୱର୍ଯ୍ୟ ହୋଇଅଛି,” ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପୁଣି ଯାକୁବ ଆମ୍ଭମାନଙ୍କ ପିତାର ସର୍ବସ୍ଵ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାର ଧନରୁ ତାହାର ଏହି ସମସ୍ତ ଐଶ୍ଵର୍ଯ୍ୟ ହୋଇଅଛି, ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା।

Gade chapit la Kopi

ଓଡିଆ ବାଇବେଲ

1 ପୁଣି, ଯାକୁବ ଆମ୍ଭମାନଙ୍କ ପିତାଙ୍କର ସର୍ବସ୍ୱ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାଙ୍କର ଧନରୁ ତାହାର ଏହି ସମସ୍ତ ଐଶ୍ୱର୍ଯ୍ୟ ହୋଇଅଛି, ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା।

Gade chapit la Kopi

ପବିତ୍ର ବାଇବଲ

1 ଦିନେ ଯାକୁବ, ଲାବନ ଓ ତା'ର ପୁତ୍ରମାନେ କଥାବାର୍ତ୍ତା ହେଉଥିବାର ଶୁଣିଲେ। ସେମାନେ କହିଲେ, “ଯାକୁବ ସବୁକିଛି ନେଇ ଯାଇଛି ଯାହା ତାଙ୍କର ପିତାଙ୍କର ଥିଲା। ଆମ୍ଭମାନଙ୍କ ପିତାଙ୍କଠାରୁ ସବୁ ନେଇ ସେ ଧନୀ ହୋଇଛି।”

Gade chapit la Kopi




ଆଦି ପୁସ୍ତକ 31:1
23 Referans Kwoze  

ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।


କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,


କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।


ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,


ପୁନଶ୍ଚ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ୱର୍ଯ୍ୟ ଦେଖାଇ କହିଲା,


ଦେଖ, ଯେକେହି ପ୍ରବାଦ ବ୍ୟବହାର କରେ, ସେ ତୁମ୍ଭ ବିରୁଦ୍ଧରେ ଏହି ପ୍ରବାଦ ବ୍ୟବହାର କରିବ ଯଥା; ‘ମାତା ଯେସନ, କନ୍ୟା ତେସନ।’


ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;


ଏଥିପାଇଁ ପାତାଳ ଆପଣା ଉଦର ବିସ୍ତାର ଓ ଆପଣା ମୁଖ ଅପରିମିତ ରୂପେ ମେଲାଇଅଛି; ପୁଣି, ସେମାନଙ୍କର ଗୌରବ, ସେମାନଙ୍କର ଲୋକସମୂହ, ସେମାନଙ୍କର କଳହ ଓ ସେମାନଙ୍କ ମଧ୍ୟରେ ଉଲ୍ଲାସକାରୀ ଲୋକ ତହିଁ ମଧ୍ୟକୁ ଓହ୍ଲାଇଯାʼନ୍ତି।


କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇପାରେ?


ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ।


ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।


ହେ ସଦାପ୍ରଭୋ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହ-ଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯାʼନ୍ତି।


ମୋʼ ତମ୍ବୁସ୍ଥିତ ଲୋକେ କି କହି ନ ଥାʼନ୍ତି, ‘ତାହାର ଦତ୍ତ ମାଂସରେ ଯେ ତୃପ୍ତ ହୋଇ ନାହିଁ, ଏପରି ଜଣକୁ କିଏ ପାଇ ପାରେ?’


ଆଉ, ହାମନ୍‍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।


ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”


ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି, ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।


ପୁଣି, ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା।


ତହିଁରେ ଲାବନ ଯାକୁବକୁ ଉତ୍ତର କଲା, “ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି, ଯାହା ଯାହା ଦେଖୁଅଛ, ସେହି ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି?


Swiv nou:

Piblisite


Piblisite