Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 32:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ସବତ୍ସା ଦୁଗ୍ଧବତୀ ତିରିଶ ଉଷ୍ଟ୍ରୀ ଓ ଚାଳିଶ ଗାଭୀ ଓ ଦଶ ବୃଷ, ପୁଣି, କୋଡ଼ିଏ ଗର୍ଦ୍ଦଭୀ ଓ ଦଶଟି ବାଛୁରି ପ୍ରସ୍ତୁତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ସବତ୍ସା ଦୁଗ୍ଧବତୀ ତିରିଶ ଉଷ୍ଟ୍ରୀ ଓ ଚାଳିଶ ଗାଭୀ ଓ ଦଶ ବୃଷ, ପୁଣି କୋଡ଼ିଏ ଗର୍ଦ୍ଦଭୀ ଓ ଦଶଟି ବାଛରା ପ୍ରସ୍ତୁତ କଲା।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ସବତ୍ସା ଦୁଗ୍ଧବତୀ ତିରିଶ ଉଷ୍ଟ୍ରୀ ଓ ଚାଳିଶ ଗାଭୀ ଓ ଦଶ ବୃଷ, ପୁଣି, କୋଡ଼ିଏ ଗର୍ଦ୍ଦଭୀ ଓ ଦଶଟି ବାଛୁରି ପ୍ରସ୍ତୁତ କଲା।

Gade chapit la Kopi

ପବିତ୍ର ବାଇବଲ

15 ଯାକୁବ ସବତ୍ସା ଦୁ‌ଗ୍‌ଧବତୀ ତିରିଶ୍ ମାଈଓଟ, ଗ୍ଭଳିଶ୍ ଗାଈ, ଦଶ ବୃଷ, କୋଡ଼ିଏ ଗଧ ଓ ଦଶ ଗୋଟି ବାଛୁରି ପ୍ରସ୍ତୁତ କଲେ।

Gade chapit la Kopi




ଆଦି ପୁସ୍ତକ 32:15
2 Referans Kwoze  

ଅର୍ଥାତ୍‍, ଦୁଇ ଶହ ଛାଗୀ ଓ କୋଡ଼ିଏ ଛାଗ, ଦୁଇ ଶହ ମେଷୀ ଓ କୋଡ଼ିଏ ମେଷ,


ଏଥିଉତ୍ତାରେ ପଲସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମର୍ପଣ କରି ସେମାନଙ୍କୁ ଆଜ୍ଞା ଦେଲା, “ତୁମ୍ଭେମାନେ ମୋʼ ଆଗେ ଆଗେ ଯାଅ, ପୁଣି, ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।”


Swiv nou:

Piblisite


Piblisite