ଆଦି ପୁସ୍ତକ 32:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଏହି ପ୍ରକାରେ ସେ ଦ୍ଵିତୀୟ ଓ ତୃତୀୟ ପଲର ପଶ୍ଚାଦ୍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ। Gade chapit laଓଡିଆ ବାଇବେଲ19 ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।” Gade chapit laପବିତ୍ର ବାଇବଲ19 ଯାକୁବ ଏହିପରି କହିବାକୁ ତାଙ୍କର ଦ୍ୱିତୀୟ ଦଳର ଦାସ ଓ ତୃତୀୟ ଦଳର ଦାସ ଏବଂ ସମସ୍ତ ଦାସଙ୍କୁ ଏହିପରି କହିଲେ। ସେ କହିଲେ, “ତୁମ୍ଭେ ସମସ୍ତେ ଏହିପରି କହିବ ଯେତେବେଳେ ଏଷୌକୁ ତୁମ୍ଭେମାନେ ଭେଟିବ। Gade chapit la |