Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 32:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏହିରୂପେ ତାହା ଆଗରେ ଭେଟୀ ଦ୍ରବ୍ୟଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।

Gade chapit la Kopi

ଓଡିଆ ବାଇବେଲ

21 ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।

Gade chapit la Kopi

ପବିତ୍ର ବାଇବଲ

21 ତେଣୁ ଯାକୁବ ଉପହାରଗୁଡ଼ିକ ଏଷୌ ନିକଟକୁ ପଠାଇ ଦେଲେ। କିନ୍ତୁ ଯାକୁବ ରାତ୍ରିରେ ସେହି ଛାଉଣିରେ ରହିଲେ।

Gade chapit la Kopi




ଆଦି ପୁସ୍ତକ 32:21
7 Referans Kwoze  

ଆହୁରି କହିବ, ‘ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି;’” କାରଣ ସେ ମନେ କଲେ, “ଆଗେ ଭେଟି ପଠାଇ ତାଙ୍କୁ ଶାନ୍ତ କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରିପାରନ୍ତି।”


ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍‍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା।


ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।


ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍‍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ।


ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ।


ପୁଣି, ସେ ଆପଣା ଯୁବାମାନଙ୍କୁ କହିଲା, “ମୋହର ଆଗେ ଆଗେ ଚାଲ; ଦେଖ, ମୁଁ ତୁମ୍ଭମାନଙ୍କ ପଛେ ପଛେ ଯାଉଅଛି।” ମାତ୍ର ସେ ଆପଣା ସ୍ୱାମୀ ନାବଲକୁ ଏହା ଜଣାଇଲା ନାହିଁ।


ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ।


Swiv nou:

Piblisite


Piblisite