ଆଦି ପୁସ୍ତକ 32:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇଦେଲା। Gade chapit laପବିତ୍ର ବାଇବଲ (Re-edited) - (BSI)23 ପୁଣି ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକି ପଠାଇ ଦେଲା। Gade chapit laଓଡିଆ ବାଇବେଲ23 ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇ ଦେଲା। Gade chapit laପବିତ୍ର ବାଇବଲ23 ଯାକୁବ ତାଙ୍କର ପରିବାରକୁ ଏବଂ ତାଙ୍କର ସମସ୍ତ ଦ୍ରବ୍ୟକୁ ନଦୀ ପାର କରାଇଲେ। Gade chapit la |