Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 32:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ?” ସେ କହିଲା, “ଯାକୁବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁନର୍ବାର ସେହି ମନୁଷ୍ୟ କହିଲେ, ତୁମ୍ଭର ନାମ କଅଣ? ସେ କହିଲା, ଯାକୁବ।

Gade chapit la Kopi

ଓଡିଆ ବାଇବେଲ

27 ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ ?” ସେ କହିଲା, “ଯାକୁବ।”

Gade chapit la Kopi

ପବିତ୍ର ବାଇବଲ

27 ଏବଂ ସେହି ଲୋକଟି ତାଙ୍କୁ କହିଲେ, “ତୁମ୍ଭର ନାମ କ’ଣ?” ଏବଂ ଯାକୁବ ଉତ୍ତର ଦେଲେ, “ମୋର ନାମ ଯାକୁବ ଅଟେ।”

Gade chapit la Kopi




ଆଦି ପୁସ୍ତକ 32:27
7 Referans Kwoze  

ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼, କାରଣ ପ୍ରଭାତ ହେଲା।” ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”


ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ;” ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।


ଏଥିରେ ବାଳକର ମାତା କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ।


ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, “ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର।” ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।


ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ;


ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।


Swiv nou:

Piblisite


Piblisite