Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 32:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁଅଛ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ସେତେବେଳେ ଯାକୁବ ପଚାରି କହିଲା, ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ। ସେ କହିଲେ, ତୁମ୍ଭେ କିହେତୁ ଆମ୍ଭର ନାମ ପଚାରୁ ଅଛ? ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ।

Gade chapit la Kopi

ଓଡିଆ ବାଇବେଲ

29 ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁ ଅଛ ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ।

Gade chapit la Kopi

ପବିତ୍ର ବାଇବଲ

29 ଏହା ପରେ ଯାକୁବ ତାଙ୍କୁ ପଗ୍ଭରିଲେ, “ଦୟାକରି ତୁମ୍ଭର ନାମ କୁହ।” କିନ୍ତୁ ସେହି ଲୋକଟି କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଗ୍ଭରୁ ଅଛ?” ଏହି ସମୟରେ ସେହି ଲୋକଟି ଯାକୁବଙ୍କୁ ଆଶୀର୍ବାଦ କଲେ।

Gade chapit la Kopi




ଆଦି ପୁସ୍ତକ 32:29
18 Referans Kwoze  

କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ତୁମ୍ଭେ କʼଣ ଅନୁସନ୍ଧାନ ଦ୍ୱାରା ପରମେଶ୍ୱରଙ୍କୁ ପାଇ ପାର? ତୁମ୍ଭେ କʼଣ ସର୍ବଶକ୍ତିମାନଙ୍କର ସମ୍ପୂର୍ଣ୍ଣ ତତ୍ତ୍ୱ ପାଇ ପାର?


ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି।


“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।


କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି? ତାହାଙ୍କର ନାମ କଅଣ? ତାହାଙ୍କ ପୁତ୍ରର ନାମ କଅଣ? ଏହା ଯେବେ ଜାଣ, ତେବେ କୁହ।


ଗୁପ୍ତ ବିଷୟସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଅଧିକାର; ମାତ୍ର ଆମ୍ଭେମାନେ ଯେପରି ଏହି ବ୍ୟବସ୍ଥାର ସବୁ ବଚନ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷୟସବୁ ଯୁଗାନୁକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।


ଏଥିଉତ୍ତାରେ ଯାକୁବ ପଦ୍ଦନ୍‍ ଅରାମଠାରୁ ବାହୁଡ଼ି ଆସନ୍ତେ, ପରମେଶ୍ୱର ପୁନର୍ବାର ଦର୍ଶନ ଦେଇ ତାଙ୍କୁ ଆଶୀର୍ବାଦ କଲେ।


ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।


ପୁଣି, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭର ନାମ ଯାକୁବ; ମାତ୍ର ତୁମ୍ଭର ନାମ ଆଉ ଯାକୁବ ହେବ ନାହିଁ, ତୁମ୍ଭର ନାମ ଇସ୍ରାଏଲ ହେବ;” ଆଉ ସେ ତାଙ୍କର ନାମ ଇସ୍ରାଏଲ ରଖିଲେ।


ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,


ପୁଣି, ଯେଉଁ ଯାକୁବ ନିକଟରେ “ତୁମ୍ଭର ନାମ ଇସ୍ରାଏଲ ହେବ” ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ।


ସେମାନେ ଆଜି ପର୍ଯ୍ୟନ୍ତ ପୂର୍ବ ରୀତି ଅନୁସାରେ କରୁଅଛନ୍ତି; ସେମାନେ ସଦାପ୍ରଭୁଙ୍କୁ ଭୟ କରୁ ନାହାନ୍ତି, କିଅବା ସଦାପ୍ରଭୁ ଯେଉଁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ, ତାଙ୍କ ସନ୍ତାନଗଣର ସେମାନଙ୍କର ବିଧି ଅନୁସାରେ ଓ ସେମାନଙ୍କ ଶାସନାନୁସାରେ ଓ ସେମାନଙ୍କୁ ଦତ୍ତ ତାହାଙ୍କର ବ୍ୟବସ୍ଥା ଓ ଆଜ୍ଞାନୁସାରେ କରୁ ନାହାନ୍ତି।


ପୁଣି, ଅବ୍ରହାମ ଇସ୍‌ହାକକୁ ଜାତ କଲେ। ସେହି ଇସ୍‌ହାକର ପୁତ୍ର ଏଷୌ ଓ ଇସ୍ରାଏଲ।


Swiv nou:

Piblisite


Piblisite